ଫିଲିପୀୟ 2:8 - ପବିତ୍ର ବାଇବଲ (CL) NT (BSI)8 ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। See the chapterଓଡିଆ ବାଇବେଲ8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। See the chapterପବିତ୍ର ବାଇବଲ8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ। See the chapter |