ଫିଲିପୀୟ 3:16 - ପବିତ୍ର ବାଇବଲ (CL) NT (BSI)16 ସେ ଯାହାହେଉ, ଆଜିଯାଏ ଆମ୍ଭେମାନେ ଯେଉଁ ନିୟମାବଳି ମାନି ଆସିଛୁ, ସେହି ଅନୁଯାୟୀ ଏବେ ଆଗେଇ ଯିବା ଉଚିତ। See the chapterପବିତ୍ର ବାଇବଲ (Re-edited) - (BSI)16 କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ। See the chapterଓଡିଆ ବାଇବେଲ16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ । See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ। See the chapterପବିତ୍ର ବାଇବଲ16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍। See the chapter |