Biblia Todo Logo
Online Bible

- Advertisements -




ଫିଲିପୀୟ 4:16 - ପବିତ୍ର ବାଇବଲ (CL) NT (BSI)

16 ମୁଁ ଥେସଲନିକୀରେ ଥିବା ସମୟରେ ତୁମ୍ଭେମାନେ ବହୁ ବାର ମୋ’ ପାଖକୁ ଆବଶ୍ୟକୀୟ ସାହାଯ୍ୟ ପଠାଇଥିଲ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।

See the chapter Copy

ଓଡିଆ ବାଇବେଲ

16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।

See the chapter Copy

ପବିତ୍ର ବାଇବଲ

16 ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ।

See the chapter Copy




ଫିଲିପୀୟ 4:16
4 Cross References  

ପାଉଲ ଓ ଶୀଲା ଆମ୍ପିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନିକୀକୁ ଆସିଲେ। ସେଠାରେ ଗୋଟିଏ ସମାଜ ଗୃହ ଥିଲା।


ତୁମ୍ଭମାନଙ୍କ ନିକଟକୁ ଫେରିଯିବା ପାଇଁ ଆମର ପ୍ରବଳ ଇଚ୍ଛା ଥିଲା ଓ ମୁଁ ନିେଜ ଫେରିଯିବା ପାଇଁ ଏକାଧିକ ଥର ଚେଷ୍ଟା କରିଥିଲି, କିନ୍ତୁ ଶୟତାନ ଆମକୁ ଏଥିରେ ବାଧା ଦେଲା।


ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


ସତ୍କର୍ମରେ ଦିନାତିପାତ କରି ନିଜ ନିଜର ଅଭାବ ପୂରଣ କରିବା ପାଇଁ ସମ୍ପ୍ରଦାୟର ଲୋକମାନଙ୍କୁ ଶିକ୍ଷା ଦିଅ। ସେମାନେ ଅକର୍ମଣ୍ୟ ହୋଇ ବସି ରହନ୍ତୁ ନାହିଁ।


Follow us:

Advertisements


Advertisements