ଫିଲିପୀୟ 1:11 - ପବିତ୍ର ବାଇବଲ (Re-edited) - (BSI)11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ। See the chapterଓଡିଆ ବାଇବେଲ11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ । See the chapterପବିତ୍ର ବାଇବଲ (CL) NT (BSI)11 ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ। See the chapterପବିତ୍ର ବାଇବଲ11 ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ। See the chapter |
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।