Biblia Todo Logo
Online Bible

- Advertisements -




ଫିଲିପୀୟ 2:18 - ପବିତ୍ର ବାଇବଲ (Re-edited) - (BSI)

18 ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।

See the chapter Copy

ଓଡିଆ ବାଇବେଲ

18 ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋ' ସହିତ ଉଲ୍ଲାସ କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

18 ତୁମ୍ଭେମାନେ ମଧ୍ୟ ସେହିପରି ଉଲ୍ଲାସ କରିବା ଉଚିତ ଏବଂ ସେହି ଆନନ୍ଦରେ ମୋତେ ମଧ୍ୟ ଅଂଶୀ କରାଅ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।

See the chapter Copy

ପବିତ୍ର ବାଇବଲ

18 ତୁମ୍ଭେମାନେ ମଧ୍ୟ ମୋ’ ସହିତ ଖୁସୀ ହୁଅ ଓ ଆନନ୍ଦରେ ପରିପୂର୍ଣ୍ଣ ହୁଅ।

See the chapter Copy




ଫିଲିପୀୟ 2:18
6 Cross References  

ଅତଏବ, ମୁଁ ଅନୁରୋଧ କରେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଳେଶଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କର ଗୌରବ।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,


କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


Follow us:

Advertisements


Advertisements