ଫିଲିପୀୟ 2:2 - ପବିତ୍ର ବାଇବଲ (Re-edited) - (BSI)2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, See the chapterଓଡିଆ ବାଇବେଲ2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, See the chapterପବିତ୍ର ବାଇବଲ (CL) NT (BSI)2 ତେଣୁ ମୁଁ ତୁମ୍ଭମାନଙ୍କୁ ବିନତି କରେ, ଏକ ଚିନ୍ତାଧାରା ପୋଷଣ କରି, ଏକ ପ୍ରେମର ଅଂଶୀ ହୋଇ ଏବଂ ମନ ଓ ଆତ୍ମାରେ ଏକ ହୋଇ ତୁମ୍ଭେମାନେ ମୋତେ ସମ୍ପୂର୍ଣ୍ଣଭାବେ ସୁଖୀ କରାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, See the chapterପବିତ୍ର ବାଇବଲ2 ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର। See the chapter |