Biblia Todo Logo
Online Bible

- Advertisements -




ଫିଲିପୀୟ 3:11 - ପବିତ୍ର ବାଇବଲ (Re-edited) - (BSI)

11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ।

See the chapter Copy

ଓଡିଆ ବାଇବେଲ

11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

11 ଓ ମୃତ୍ୟୁରୁ ପୁନରୁତ୍ôଥତ ହେବାର ଭରସା ଲାଭ କରିବି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।

See the chapter Copy

ପବିତ୍ର ବାଇବଲ

11 ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁ‌ତ୍‌‌ଥିତ ହୋଇପାରେ, ଏ ଭରସା ମୋର ଅଛି।

See the chapter Copy




ଫିଲିପୀୟ 3:11
17 Cross References  

ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।


ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।


କିନ୍ତୁ ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ଵରରେ କହିଲେ, ଭ୍ରାତୃବୃନ୍ଦ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍, ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ବିଚାରିତ ହେଉଅଛି।


ଆମ୍ଭମାନଙ୍କ ଦ୍ଵାଦଶ ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ଵରଙ୍କ ସେବା କରୁଅଛନ୍ତି। ହେ ରାଜନ୍, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ଵାରା ଅଭିଯୁକ୍ତ ହେଉଅଛି।


ଆଉ, ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନୀକ୍‍ସ୍‍ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନୀକ୍‍ସ୍‍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ।


ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ।


ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।


ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ।


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ଵାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।


Follow us:

Advertisements


Advertisements