Biblia Todo Logo
Online Bible

- Advertisements -




ଫିଲିପୀୟ 4:4 - ପବିତ୍ର ବାଇବଲ (Re-edited) - (BSI)

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

See the chapter Copy

ଓଡିଆ ବାଇବେଲ

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

4 ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ସବୁବେଳେ ଆନନ୍ଦ କର। ପୁନର୍ବାର କହୁଅଛି, “ଆନନ୍ଦ କର।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

See the chapter Copy

ପବିତ୍ର ବାଇବଲ

4 ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।

See the chapter Copy




ଫିଲିପୀୟ 4:4
18 Cross References  

ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି।


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।


ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି।


ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;


ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ।


Follow us:

Advertisements


Advertisements