1 ବଂଶାବଳୀ 2:19 - ପବିତ୍ର ବାଇବଲ19 ଅସୁବାରଙ୍କର ମୃତ୍ୟୁ ପରେ କାଲେବ ଇଫ୍ରାଥାଙ୍କୁ ବିବାହ କଲେ। କାଲେବ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସେମାନେ ତାହାର ନାମ ହୂର ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)19 ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା। See the chapterଓଡିଆ ବାଇବେଲ19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା। See the chapter |