1 ବଂଶାବଳୀ 2:26 - ପବିତ୍ର ବାଇବଲ26 ଯିରହମେଲଙ୍କର ଅଟାରା ନାମରେ ଆଉ ଜଣେ ସ୍ତ୍ରୀ ଥିଲେ। ଏହି ଅଟାରା, ଓନମର ମାତା ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)26 ପୁଣି ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା। See the chapterଓଡିଆ ବାଇବେଲ26 ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍ର ମାତା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା। See the chapter |