1 ବଂଶାବଳୀ 22:7 - ପବିତ୍ର ବାଇବଲ7 ଦାଉଦ ଶଲୋମନଙ୍କୁ କହିଲେ, “ମୋର ପୁତ୍ର, ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। See the chapterଓଡିଆ ବାଇବେଲ7 ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। See the chapter |