1 ବଂଶାବଳୀ 23:2 - ପବିତ୍ର ବାଇବଲ2 ଦାଉଦ ଇସ୍ରାଏଲର ସମସ୍ତ ନେତାମାନଙ୍କୁ ଏକତ୍ରିତ କଲେ। ସେ ଯାଜକ ଓ ଲେବୀୟମାନଙ୍କୁ ମଧ୍ୟ ଏକତ୍ର କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ। See the chapterଓଡିଆ ବାଇବେଲ2 ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ। See the chapter |