Online Bible

- Advertisements -




1 ବଂଶାବଳୀ 5:7 - ପବିତ୍ର ବାଇବଲ

7 ପରିବାରର ଇତିହାସରେ ଯେଉଁପରି ଲେଖା ଯାଇଅଛି, ଠିକ୍ ସେହିପରି ଯୋୟେଲଙ୍କ ଭ୍ରାତୃଗଣ ଓ ତାହାଙ୍କ ପରିବାରବର୍ଗ ତାଲିକା କରା ଯାଇଅଛି। ଯିୟିୟେଲ ପ୍ରଥମ ପୁତ୍ର ଥିଲେ, ତା'ପରେ ଜିଖରିୟ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ ଓ ଜିଖରୀୟ ପ୍ର.ବଂ.୫:୧୭

See the chapter Copy

ଓଡିଆ ବାଇବେଲ

7 ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ

See the chapter Copy




1 ବଂଶାବଳୀ 5:7

Follow us:

Advertisements


Advertisements