1 ବଂଶାବଳୀ 5:8 - ପବିତ୍ର ବାଇବଲ8 ବେଲା ଆସସ୍ରଙ୍କ ପୁତ୍ର ଥିଲେ। ଆସସ୍ର ଶେମାଙ୍କ ପୁତ୍ର ଥିଲେ, ଶେମା ଯୋୟେଲଙ୍କ ପୁତ୍ର ଥିଲେ। ସେମାନେ ନବୋ ଓ ବାଲମିୟୋନ ପର୍ଯ୍ୟନ୍ତ ବିସ୍ତୃତ ଅରୋୟେରରେ ବାସ କରୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍ମୀୟୋନ୍ ପର୍ଯ୍ୟନ୍ତ ବାସ କଲା। See the chapterଓଡିଆ ବାଇବେଲ8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍-ମୀୟୋନ୍ ପର୍ଯ୍ୟନ୍ତ ବାସ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍-ମୀୟୋନ୍ ପର୍ଯ୍ୟନ୍ତ ବାସ କଲା। See the chapter |