1 ବଂଶାବଳୀ 7:22 - ପବିତ୍ର ବାଇବଲ22 ଇଫ୍ରୟିମ, ଏତ୍ସର ଓ ଇଲିୟାଦର ପିତା ଥିଲେ। ଏତ୍ସର ଓ ଇଲିୟାଦଙ୍କର ମୃତ୍ୟୁ ଘଟିବାରୁ ଇଫ୍ରୟିମ ଅନେକ ଦିନ ପର୍ଯ୍ୟନ୍ତ କ୍ରନ୍ଦନ କଲେ। ଇଫ୍ରୟିମଙ୍କର ପରିବାର ତାଙ୍କୁ ସାନ୍ତ୍ୱନା ଦେବା ନିମନ୍ତେ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)22 ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ଵନା କରିବାକୁ ଆସିଲେ। See the chapterଓଡିଆ ବାଇବେଲ22 ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ। See the chapter |