Online Bible

- Advertisements -




1 ବଂଶାବଳୀ 7:28 - ପବିତ୍ର ବାଇବଲ

28 ଏହି ସମସ୍ତ ନଗର ଓ ଦେଶମାନଙ୍କରେ ଇଫ୍ରୟିମଙ୍କ ବଂଶଧରମାନେ ବାସ କରୁଥିଲେ। ବୈଥଲ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ପୂର୍ବରେ ନାରନ୍, ପଶ୍ଚିମରେ ଗେଷର୍ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଶିଖିମ୍, ଆସା ପର୍ଯ୍ୟନ୍ତ ଓ ତାହାର ନିକଟବର୍ତ୍ତୀ ଗ୍ରାମ ଓ ତତ୍ ସଂଲଗ୍ନ ଗ୍ରାମଗୁଡ଼ିକ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବୈଥେଲ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅସା ପର୍ଯ୍ୟନ୍ତ ଥିଲା;

See the chapter Copy

ଓଡିଆ ବାଇବେଲ

28 ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍‍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;

See the chapter Copy




1 ବଂଶାବଳୀ 7:28

Follow us:

Advertisements


Advertisements