Online Bible

- Advertisements -




1 ବଂଶାବଳୀ 7:7 - ପବିତ୍ର ବାଇବଲ

7 ବେଲାଙ୍କର ପାଞ୍ଚପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ଇ‌ଷ୍‌ବୋନ୍, ଉଷ, ଉଷୀୟେଲ, ଯିରେମୋତ୍ ଓ ଈରୀ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କ ପରିବାରର ଇତିହାସରୁ ଜଣାଯାଏ ଯେ, ସେମାନଙ୍କ ମଧ୍ୟରେ 22,034 ଜଣ ସୈନିକ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଆଉ ବେଲାର ପୁତ୍ରଗଣ; ଇଷ୍ବୋନ୍ ଓ ଉଷ ଓ ଉଷୀୟେଲ ଓ ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।

See the chapter Copy

ଓଡିଆ ବାଇବେଲ

7 ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।

See the chapter Copy




1 ବଂଶାବଳୀ 7:7

Follow us:

Advertisements


Advertisements