1 ବଂଶାବଳୀ 9:28 - ପବିତ୍ର ବାଇବଲ28 ମନ୍ଦିରର ସେବାକାର୍ଯ୍ୟରେ ବ୍ୟବହୃତ ହେଉଥିବା ପାତ୍ରମାନଙ୍କର ଯତ୍ନ ନେବା କେତେକ ଦ୍ୱାରପାଳଙ୍କର କାର୍ଯ୍ୟ ଥିଲା। ସେମାନେ ସେହି ପାତ୍ରଗୁଡ଼ିକୁ ନେଇଯିବା ସମୟରେ ଗଣି ରଖୁଥିଲେ। ତାହା ପୁଣି, ସେହି ପାତ୍ର ଗୁଡ଼ିକୁ ନେଇଯିବା ସମୟରେ ମଧ୍ୟ ଗଣି ରଖୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା। See the chapterଓଡିଆ ବାଇବେଲ28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା। See the chapter |