Online Bible

- Advertisements -




1 ବଂଶାବଳୀ 9:43 - ପବିତ୍ର ବାଇବଲ

43 ମୋତ୍‌ସା ବିନିୟାଙ୍କ ପିତା ଥିଲେ ଏବଂ ରଫାୟ ବିନିୟାଙ୍କ ପୁତ୍ର ଥିଲେ। ଇଲୀୟାସା ରଫାୟଙ୍କର ପୁତ୍ର ଥିଲେ। ଏବଂ ଆତ୍‌ସେଲ ଇଲୀୟାସଙ୍କ ପୁତ୍ର ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।

See the chapter Copy

ଓଡିଆ ବାଇବେଲ

43 ଓ ମୋତ୍‍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।

See the chapter Copy




1 ବଂଶାବଳୀ 9:43

Follow us:

Advertisements


Advertisements