୧ କରିନ୍ଥୀୟ 9:8 - ପବିତ୍ର ବାଇବଲ8 ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ। See the chapterପବିତ୍ର ବାଇବଲ (Re-edited) - (BSI)8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ? See the chapterଓଡିଆ ବାଇବେଲ8 ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି ? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ ? See the chapterପବିତ୍ର ବାଇବଲ (CL) NT (BSI)8 ମନୁଷ୍ୟ ଭାବରେ କ’ଣ ମୁଁ ଏହା କହୁଛି? ବ୍ୟବସ୍ଥାରେ ଏହା କୁହାଯାଇ ନାହିଁ କି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ? See the chapter |