1 ରାଜାବଳୀ 2:7 - ପବିତ୍ର ବାଇବଲ7 “ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନ-କାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ। See the chapterଓଡିଆ ବାଇବେଲ7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ। See the chapter |