1 ରାଜାବଳୀ 9:9 - ପବିତ୍ର ବାଇବଲ9 ତହିଁରେ ଲୋକମାନେ ଉତ୍ତର ଦେଇ ଥାଆନ୍ତେ, ‘ଏହା ଘଟିଲା କାରଣ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯିଏ କି ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ କାର୍ଯ୍ୟ ଘଟାଇଲେ।’” See the chapterପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି। See the chapterଓଡିଆ ବାଇବେଲ9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’” See the chapter |