୧ ପିତର 2:3 - ପବିତ୍ର ବାଇବଲ3 ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ। See the chapterପବିତ୍ର ବାଇବଲ (Re-edited) - (BSI)3 ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର। See the chapterଓଡିଆ ବାଇବେଲ3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର । See the chapterପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର। See the chapter |