1 ଶାମୁୟେଲ 1:8 - ପବିତ୍ର ବାଇବଲ8 ତା'ର ସ୍ୱାମୀ ଇଲ୍କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।” See the chapterପବିତ୍ର ବାଇବଲ (Re-edited) - (BSI)8 ଏଥିରେ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? See the chapterଓଡିଆ ବାଇବେଲ8 ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ ? କାହିଁକି ଖାଉ ନାହଁ ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି ? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?” See the chapter |