1 ଶାମୁୟେଲ 10:2 - ପବିତ୍ର ବାଇବଲ2 ଆଜି ତୁମ୍ଭେ ମୋତେ ଏଠି ଛାଡ଼ି ଗଲାପରେ ବିନ୍ୟାମୀନ ସୀମାର ସେଲଠାରେ ରାହେଲର କବର ନିକଟରେ ଦୁଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦୁଇଜଣ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜୁଥିଲ, ସେମାନେ ମିଳିଛନ୍ତି। ତୁମ୍ଭ ବାପା ଗଧମାନଙ୍କ ପାଇଁ ବ୍ୟସ୍ତ ନୁହନ୍ତି ବରଂ ତୁମ୍ଭ ପାଇଁ ଅଟନ୍ତି ଓ କହନ୍ତି, ମୋ’ ପୁଅ ପାଇଁ ମୁଁ କ’ଣ କରିବି।’” See the chapterପବିତ୍ର ବାଇବଲ (Re-edited) - (BSI)2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି? See the chapterଓଡିଆ ବାଇବେଲ2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’ See the chapter |