1 ଶାମୁୟେଲ 16:9 - ପବିତ୍ର ବାଇବଲ9 ତା'ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି। See the chapterଓଡିଆ ବାଇବେଲ9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।” See the chapter |