Online Bible

- Advertisements -




1 ଶାମୁୟେଲ 17:9 - ପବିତ୍ର ବାଇବଲ

9 ଯଦି ସେ ଲୋକଟି ମୋତେ ମାରିଦିଏ, ତେବେ ଆମ୍ଭେ ପଲେଷ୍ଟୀୟମାନେ ତୁମ୍ଭର ଦାସ ହେବୁ। ଯଦି ମୁଁ ତାକୁ ବଧ କରେ ତେବେ ତୁମ୍ଭେମାନେ ଆମ୍ଭର ଦାସ ହେବ ଓ ଆମ୍ଭମାନଙ୍କର ଦାସ କାର୍ଯ୍ୟ କରିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।

See the chapter Copy

ଓଡିଆ ବାଇବେଲ

9 ସେ ଯେବେ ମୋ’ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”

See the chapter Copy




1 ଶାମୁୟେଲ 17:9

Follow us:

Advertisements


Advertisements