1 ଶାମୁୟେଲ 2:11 - ପବିତ୍ର ବାଇବଲ11 ଏହା ପରେ ଇଲ୍କାନା ରାମାସ୍ଥିତ ଆପଣା ଘରକୁ ଗଲା। କିନ୍ତୁ ବାଳକ ଶାମୁୟେଲ ଯାଜକ ଏଲି ଅଧୀନରେ ଥାଇ ସଦାପ୍ରଭୁଙ୍କର ସେବା କଲା। See the chapterପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା। See the chapterଓଡିଆ ବାଇବେଲ11 ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା। See the chapter |