1 ଶାମୁୟେଲ 22:4 - ପବିତ୍ର ବାଇବଲ4 ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମୋୟାବର ରାଜାଙ୍କ ନିକଟରେ ଛାଡ଼ି ଗଲେ। ଯେତେଦିନ ଯାଏ ଦାଉଦ ସେହି ଦୁର୍ଗରେ ବାସ କଲେ, ସେ ପର୍ଯ୍ୟନ୍ତ ସେମାନେ ମୋୟାବର ରାଜାଙ୍କ ସହିତ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ; ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। See the chapterଓଡିଆ ବାଇବେଲ4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। See the chapter |