1 ଶାମୁୟେଲ 22:7 - ପବିତ୍ର ବାଇବଲ7 ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ? See the chapterପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ, See the chapterଓଡିଆ ବାଇବେଲ7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ, See the chapter |