1 ଶାମୁୟେଲ 22:9 - ପବିତ୍ର ବାଇବଲ9 ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। See the chapterପବିତ୍ର ବାଇବଲ (Re-edited) - (BSI)9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। See the chapterଓଡିଆ ବାଇବେଲ9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। See the chapter |