1 ଶାମୁୟେଲ 23:2 - ପବିତ୍ର ବାଇବଲ2 ଦାଉଦ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ମୁଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି କି?” ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, “ହଁ ଯାଅ! ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ଓ କିୟୀଲାକୁ ରକ୍ଷା କର।” See the chapterପବିତ୍ର ବାଇବଲ (Re-edited) - (BSI)2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର। See the chapterଓଡିଆ ବାଇବେଲ2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।” See the chapter |