1 ଶାମୁୟେଲ 24:9 - ପବିତ୍ର ବାଇବଲ9 ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’ See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି? See the chapterଓଡିଆ ବାଇବେଲ9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?” See the chapter |