1 ଶାମୁୟେଲ 29:7 - ପବିତ୍ର ବାଇବଲ7 ଶାନ୍ତିରେ ଫେରିଯାଅ। ପଲେଷ୍ଟୀୟ ଶାସକମାନଙ୍କ ବିରୁଦ୍ଧରେ କିଛି କର ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)7 ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର। See the chapterଓଡିଆ ବାଇବେଲ7 ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।” See the chapter |