1 ଶାମୁୟେଲ 29:9 - ପବିତ୍ର ବାଇବଲ9 ଆଖୀଶ୍ ଉତ୍ତର ଦେଲେ, “ମୁଁ ବିଶ୍ୱାସ କରୁଛି ତୁମ୍ଭେ ଜଣେ ଉତ୍ତମ ଲୋକ। ତୁମ୍ଭେ ଜଣେ ପରମେଶ୍ୱରଙ୍କର ଦୂତ ସ୍ୱରୂପ। ତଥାପି ପଲେଷ୍ଟୀୟ ଶାସକମାନେ କହୁଛନ୍ତି, ‘ଦାଉଦ କେବେ ଆମ୍ଭମାନଙ୍କ ସହିତ ଯୁଦ୍ଧକୁ ଯାଇ ପାରିବେ ନାହିଁ।’ See the chapterପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ଵରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ। See the chapterଓଡିଆ ବାଇବେଲ9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’ See the chapter |