Online Bible

- Advertisements -

1 ଶାମୁୟେଲ 31:2 - ପବିତ୍ର ବାଇବଲ

2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

See the chapter Copy

1 ଶାମୁୟେଲ 31:2

Follow us:

Advertisements

Advertisements