1 ଶାମୁୟେଲ 4:5 - ପବିତ୍ର ବାଇବଲ5 ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନି କଲେ, ଯେ ପୃଥିବୀ କମ୍ପିଲା। See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ଵନିରେ ଜୟଧ୍ଵନି କଲେ ଯେ, ପୃଥିବୀ କମ୍ପିଲା। See the chapterଓଡିଆ ବାଇବେଲ5 ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା। See the chapter |