1 ଶାମୁୟେଲ 5:3 - ପବିତ୍ର ବାଇବଲ3 ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁମାଡ଼ି ଭୂମିରେ ପଡ଼ିଅଛି। ଦାଗୋନ୍ର ଲୋକମାନେ ପୁନର୍ବାର ଉଠାଇ ସ୍ୱସ୍ଥାନରେ ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ। See the chapterଓଡିଆ ବାଇବେଲ3 ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ। See the chapter |