1 ଶାମୁୟେଲ 9:1 - ପବିତ୍ର ବାଇବଲ1 ସେହି ସମୟରେ ବିନ୍ୟାମୀନବଂଶୀୟ କୀଶ୍ ନାମକ ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥିଲେ। ସେ ଅବୀୟଲର ପୁତ୍ର ଥିଲେ, ଯିଏ କି ସରୋରର ପୁତ୍ର ଥିଲା, ଯିଏ କି ବଖୋରତର ପୁତ୍ର ଥିଲା, ଯିଏ କି ବିନ୍ୟାମୀନୀୟ ଅଫୀହର ପୁତ୍ର ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ବିନ୍ୟାମୀନ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହା-ବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା। See the chapterଓଡିଆ ବାଇବେଲ1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା। See the chapter |