1 ଶାମୁୟେଲ 9:14 - ପବିତ୍ର ବାଇବଲ14 ଶାଉଲ ଏବଂ ତାଙ୍କ ଗ୍ଭକର ଆଗକୁ ଗ୍ଭଲିଲେ। ସେମାନେ ସହରରେ ପହଞ୍ଚିବା ମାତ୍ରେ ଦେଖିଲେ ଶାମୁୟେଲ ଠିକ୍ ସେ ସମୟରେ ସହରରୁ ଉପାସନା ସ୍ଥାନକୁ ଆସୁଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। See the chapterଓଡିଆ ବାଇବେଲ14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। See the chapter |