Online Bible

- Advertisements -




1 ଶାମୁୟେଲ 9:17 - ପବିତ୍ର ବାଇବଲ

17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।

See the chapter Copy

ଓଡିଆ ବାଇବେଲ

17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।”

See the chapter Copy




1 ଶାମୁୟେଲ 9:17

Follow us:

Advertisements


Advertisements