1 ଶାମୁୟେଲ 9:27 - ପବିତ୍ର ବାଇବଲ27 ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା। See the chapterପବିତ୍ର ବାଇବଲ (Re-edited) - (BSI)27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ଵରଙ୍କ ବାକ୍ୟ ଶୁଣାଇବା। See the chapterଓଡିଆ ବାଇବେଲ27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।” See the chapter |