1 ଶାମୁୟେଲ 9:3 - ପବିତ୍ର ବାଇବଲ3 ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।” See the chapterପବିତ୍ର ବାଇବଲ (Re-edited) - (BSI)3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। See the chapterଓଡିଆ ବାଇବେଲ3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।” See the chapter |