1 ଶାମୁୟେଲ 9:6 - ପବିତ୍ର ବାଇବଲ6 ଗ୍ଭକର କହିଲା, “ଏ ସହରରେ ଜଣେ ପରମେଶ୍ୱରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ୟଦ୍ବାଣୀ ସତ ହୁଏ। ଗ୍ଭଲ, ସେଠାକୁ ଯିବା, ପରମେଶ୍ୱରଙ୍କ ଲୋକ ଆମ୍ଭକୁ ଗଧମାନଙ୍କର ସନ୍ଧାନ ଦେଇପାରନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ଵରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟବାନ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ। See the chapterଓଡିଆ ବାଇବେଲ6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।” See the chapter |