Online Bible

- Advertisements -




୧ ଥେସଲନୀକୀୟ 4:2 - ପବିତ୍ର ବାଇବଲ

2 ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ’ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ମାଧ୍ୟମରେ ଆମ୍ଭେ ତୁମ୍ଭମାନଙ୍କୁ ସେହି କଥାଗୁଡ଼ିକ କହିଛୁ। ପରମେଶ୍ୱର ଇଚ୍ଛା କରନ୍ତି ଯେ, ତୁମ୍ଭେମାନେ ପବିତ୍ର ହୁଅ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।

See the chapter Copy

ଓଡିଆ ବାଇବେଲ

2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

2 କାରଣ ପ୍ରଭୁ ଯୀଶୁଙ୍କଠାରୁ କ୍ଷମତାପ୍ରାପ୍ତ ହୋଇ ତୁମ୍ଭମାନଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଥିଲୁ, ତାହା ତୁମ୍ଭେମାନେ ଜାଣ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।

See the chapter Copy




୧ ଥେସଲନୀକୀୟ 4:2

Follow us:

Advertisements


Advertisements