2 ବଂଶାବଳୀ 1:15 - ପବିତ୍ର ବାଇବଲ15 ଯେତେ ପରିମାଣରେ ପଥର, ଏରସ କାଠ, ସିକ୍ମୋର କାଠ ଯିରୁଶାଲମରେ ଥିଲା, ରାଜା ସେତେ ପରିମାଣର ସୁନା ଓ ରୂପା ଆଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ। See the chapterଓଡିଆ ବାଇବେଲ15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳ ଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ। See the chapter |