Online Bible

- Advertisements -




2 ବଂଶାବଳୀ 1:8 - ପବିତ୍ର ବାଇବଲ

8 ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।

See the chapter Copy

ଓଡିଆ ବାଇବେଲ

8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।

See the chapter Copy




2 ବଂଶାବଳୀ 1:8

Follow us:

Advertisements


Advertisements