Online Bible

- Advertisements -




2 ବଂଶାବଳୀ 10:16 - ପବିତ୍ର ବାଇବଲ

16 ଇସ୍ରାଏଲର ଲୋକମାନେ ଦେଖିଲେ ଯେ ରାଜା ରିହବିୟାମ୍ ସେମାନଙ୍କର କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ କହିଲେ; “ଆମ୍ଭେମାନେ କ’ଣ ଦାଉଦଙ୍କ ବଂଶର ଅଂଶ ବିଶେଷ ଅଟୁ? ନା! ଆମ୍ଭେମାନେ କ’ଣ ଯିଶୀଙ୍କ ପୁତ୍ରଠାରୁ କିଛି ପାଇଅଛୁ? ନା! ତେଣୁ, ଇସ୍ରାଏଲ ଆସ, ଆମ୍ଭେମାନେ ନିଜ ନିଜ ଗୃହକୁ ଫେରିଯିବା। ଦାଉଦ ତାଙ୍କର ଆତ୍ମୀୟମାନଙ୍କ ଉପରେ ରାଜତ୍ୱ କରନ୍ତୁ।” ଏହା ପରେ ଇସ୍ରାଏଲର ସମସ୍ତ ଲୋକ ସେମାନଙ୍କର ଗୃହସବୁକୁ ଫେରିଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ। ତହୁଁ ଇସ୍ରାଏଲ-ଲୋକ ସମସ୍ତେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ।

See the chapter Copy

ଓଡିଆ ବାଇବେଲ

16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି ? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ। ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ।” ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।

See the chapter Copy




2 ବଂଶାବଳୀ 10:16

Follow us:

Advertisements


Advertisements