Online Bible

- Advertisements -




2 ବଂଶାବଳୀ 10:5 - ପବିତ୍ର ବାଇବଲ

5 ରିହବିୟାମ୍ ସେମାନଙ୍କୁ କହିଲେ, “ମୋ’ ନିକଟକୁ ତିନି ଦିନ ପରେ ପୁନର୍ବାର ଆସ।” ତେଣୁ ଲୋକମାନେ ଫେରିଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେ ସେମାନଙ୍କୁ କହିଲେ, ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ କତିକି ଆସ। ତହିଁରେ ଲୋକମାନେ ଚାଲିଗଲେ।

See the chapter Copy

ଓଡିଆ ବାଇବେଲ

5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ।

See the chapter Copy




2 ବଂଶାବଳୀ 10:5

Follow us:

Advertisements


Advertisements