Online Bible

- Advertisements -




2 ବଂଶାବଳୀ 11:10 - ପବିତ୍ର ବାଇବଲ

10 ସରା, ଅୟାଲୋନ୍ ଓ ହିବ୍ରୋଣର ନଗର ସବୁର ମରାମତି କଲେ। ଯିହୁଦା ଓ ବିନ୍ୟାମୀନର ଏହି ନଗରଗୁଡ଼ିକ ଦୃଢ଼ କରାଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ସରା ଓ ଅୟାଲୋନ୍ ଓ ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ।

See the chapter Copy

ଓଡିଆ ବାଇବେଲ

10 ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।

See the chapter Copy




2 ବଂଶାବଳୀ 11:10

Follow us:

Advertisements


Advertisements